ଭୁବନେଶ୍ୱର: ଅଗଷ୍ଟ ୧୫ ତାରିଖରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ଏଥର ଗାନ୍ଧୀମାର୍ଗ ପରିବର୍ତ୍ତେ ରାଜଧାନୀସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅବସରରେ ପ୍ରଦର୍ଶନୀ ପଡ଼ିଆରେ ପ୍ୟାରେଡ଼ ଲାଗି ଚୂଡ଼ାନ୍ତ ରିହରସେଲ୍ ପ୍ରସ୍ତୁତି ଚାଲିଛି ।
BREAKING NEWS
- ଶ୍ରୀଲଙ୍କାର ସ୍ପିନ୍ ଟ୍ରାକରେ ଜିତିବାକୁ ଟିମ ଇଣ୍ଡିଆର ସ୍ୱତନ୍ତ୍ର ଯୋଜନା
- ରେଭେନ୍ସା ଅଚଳାବସ୍ଥା ଉପରେ କୁଳପତିଙ୍କ ବଡ଼ ବୟାନ, ଖୁବଶୀଘ୍ର ସମାଧାନ ନେଇ ଦେଲେ ଆଶ୍ୱାସନା
- ବାଲେଶ୍ୱରରେ ଘନଉଛି ବନ୍ୟା ବିପତ୍ତି, ବିପଦ ସଙ୍କେତ ଟପିଲା ଜଳକା ନଦୀ
- ଓଡ଼ିଶାରେ ଦାଦନ ସମସ୍ୟା ରୋକିବ ‘ପ୍ରୋଜେକ୍ଟ ବ୍ଲେସ୍’: ସରକାରଙ୍କ ବଡ଼ ପଦକ୍ଷେପ
- ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ମାମଲାରେ ବନ୍ଧା ହେଲେ ପୂର୍ବତନ ବିଧାୟକଙ୍କ ଜ୍ୱାଇଁ
- ମହିଳା ଥାନାରୁ ଚମ୍ପଟ ମାରିଥିବା ଦୁଷ୍କର୍ମ ଅଭିଯୁକ୍ତ ବେଙ୍ଗାଲୁରୁରୁ ଗିରଫ
- ବିବାଦୀୟ ଏଫସିଆରଏ ବିଲକୁ ବିରୋଧ ପାଇଁ କଂଗ୍ରେସର ବଡ଼ ରଣନୀତି, ଜାରି ହେଲା ହୁଇପ୍
- କେନ୍ଦୁଝରରେ ବଡ଼ ଧରଣର ବ୍ୟାଙ୍କ ଠକେଇ: ଗ୍ରାହକଙ୍କ ଆକାଉଣ୍ଟରୁ ୩ କୋଟି ଲୁଟିଲେ ବାପା ପୁଅ
- ଭୂକମ୍ପ ନା ଅଲୌକିକ ଶକ୍ତି? ମୋରବୀର ନୂଆ କୂଅରେ ସମୁଦ୍ର ଭଳି ଉଛୁଳୁଛି ପାଣି
- ହାଇ ବିପି ଔଷଧ ଖାଉଛନ୍ତି କି? କ୍ୟାନସର ହେବା ନେଇ ଡବ୍ଲ୍ୟୁଏଚଓ ର ବଡ଼ ଚେତାବନୀ

Comments are closed.