ନୂଆଦିଲ୍ଲୀ: ସୁସ୍ଥ ହେଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ। ସେ ୧୭ ଏପ୍ରିଲରେ କରୋନା ସଂକ୍ରମିତ ହୋଇଥିଲେ।ଏହି ଅଭିନେତ୍ରୀ ଇନଷ୍ଟାଗ୍ରାମରେ ତାଙ୍କ ସ୍ୱାସ୍ଥ୍ୟ ଅପଡେଟ୍ ସେୟାର କରିଛନ୍ତି।
କ୍ୟାଟ୍ରିନା କୈଫ ଇନଷ୍ଟାଗ୍ରାମରେ ତାଙ୍କ ପ୍ରଶଂସକଙ୍କ ସହ ସେୟାର କରିଛନ୍ତି ଯେ ତାଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଏହାସହିତ ସେ ତାଙ୍କ ସମସ୍ତ ପ୍ରଶଂସକଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।
Comments are closed.