ଭୋପାଲ: ମଧ୍ୟପ୍ରଦେଶର ଟାଣୁଆ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳରୁ ଇସ୍ତଫା ଦେବା ପରେ କଂଗ୍ରେସ ପକ୍ଷରୁ ତାଙ୍କୁ ବହିଷ୍କାର କରାଯାଇଛି । ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଅଭିଯୋଗରେ କଂଗ୍ରେସରୁ ସିନ୍ଧିଆଙ୍କୁ ବହିଷ୍କାର କରାଯାଇଥିବା ନେଇ କଂଗ୍ରେସର ବରିଷ୍ଠ ନେତା କେସି ବେଣୁଗୋପାଲ କହିଛନ୍ତି ।
ଆଜି ଜ୍ୟୋତିରାଦିତ୍ୟ ନିଜ ଇସ୍ତଫା ନେଇ ଏକ ଫଟୋ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଶେୟାର କରିଥିଲେ । ପରେ ପରେ କଂଗ୍ରେସ ପକ୍ଷରୁ ବେଣୁଗୋପାଲ ଏଭଳି ବିବୃତ୍ତି ଜାରି କରିଥିଲେ । ଆଜି ସକାଳେ ସିନ୍ଧିଆ ନରେନ୍ଦ୍ର ମୋଦୀଙ୍କୁ ଭେଟିବା ପରେ ଦଳରୁ ଇସ୍ତଫା ଦେବା ସହ ନିଜ ଇସ୍ତଫା ପ୍ରତକୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପଠାଇଥିଲେ ।
BREAKING NEWS
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
Comments are closed.