ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ିଚାଲିଛି କରୋନା ରୋଗୀଙ୍କ ସଂଖ୍ୟା । ଏହାର ମୁକାବିଲା ପାଇଁ ୨୧ ଦିନିଆ ତାଲାବନ୍ଦ ଅବଧିକୁ ବଢ଼ାଯିବ ନା ନାହିଁ ସେ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ସେ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀମାନଙ୍କ ସମୀକ୍ଷା କରିଛନ୍ତି ।
ଏହି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଲକଡାଉନ୍ ଅବଧିକୁ ଏପ୍ରିଲ ୩୦ ଯାଏଁ ବଢ଼ାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି । ଜାତୀୟ ସ୍ତରରେ ଏହି ନିଷ୍ପତ୍ତି ଗ୍ରହଣ କରାଯିବା ଆବଶ୍ୟକ । ରାଜ୍ୟମାନେ ନିଜ ସ୍ତରରେ ନିଷ୍ପତ୍ତି ନେଲେ ସେତେ ଫଳପ୍ରଦ ହେବନାହିଁ କେଜ୍ରିୱାଲ କହିଛନ୍ତି ।
BREAKING NEWS
- ମସଜିଦରେ ଚୁମ୍ବନ ଦେଲେ ମୃତ୍ୟୁଦଣ୍ଡ! ସାଉଦି ଆରବରେ ବାଂଲାଦେଶୀ ଦମ୍ପତିଙ୍କୁ ମୃତ୍ୟୁଦଣ୍ଡ ଘଟଣାରେ ଢାକାରେ ଉତ୍ତେଜନା
- ଧମାକାଦାର ପ୍ରଦର୍ଶନ ପରେ ଭାବୁକ ହେଲେ ହରମନପ୍ରୀତ, ଲୁହ ଝରିଲା ଆଖିରୁ
- ଏଲଏନଜି ସଙ୍କଟ ଜାରି, ବିଷାକ୍ତ ହେବ ପାକିସ୍ତାନ ବାୟୁ
- Bhakta Das on Kotia Issue: “କେନ୍ଦ୍ରରେ ସରକାର ବଞ୍ଚାଇବାକୁ ଓଡ଼ିଶାର ସ୍ୱାର୍ଥ ସହ ସାଲିସ୍ କରୁଛି ବିଜେପି”, କୋଟିଆ ପ୍ରସଙ୍ଗରେ ବର୍ଷିଲେ ଭକ୍ତ…
- Governor Celebrates Vijayadashami: ଏସ୍ଓଏସ୍ ଚିଲ୍ଡ୍ରେନ୍ସ ଭିଲେଜ୍ରେ ଦଶହରା ପାଳିଲେ ନୂଆ ରାଜ୍ୟପାଳ, କୁନି ପିଲାଙ୍କ ସହ ବାଣ୍ଟିଲେ ଖୁସି…
- ରାବଣ ନାମରେ ୩୪ଟି ଗାଁ ! ରାଜସ୍ଥାନ ଆଗରେ
- Naveen Backs CJP Leaders: କକ୍ରୋଚ୍ ଜନତା ପାର୍ଟି ସମର୍ଥନରେ ବାହାରିଲେ ନବୀନ ପଟ୍ଟନାୟକ! ଆଶୁତୋଷ ଓ ସୌରଭଙ୍କୁ ତୁରନ୍ତ ମୁକ୍ତ କରିବାକୁ କଲେ ଦାବି
- ଚାଷୀଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମର ‘ବେଦାମୃତ’; ମହୁମାଛି ପାଳନ…
- କିମ ଜୋଙ୍ଗ ଉନଙ୍କ ମୃତ୍ୟୁ ଖବର ଗୁଜବକୁ ଖଣ୍ଡନ କଲା ଉତ୍ତର କୋରିଆ
- ଷ୍ଟାର୍କଙ୍କ ଐତିହାସିକ ରେକର୍ଡ: ୪୫୦ ଟେଷ୍ଟ ୱିକେଟ୍ ନେବାରେ ବିଶ୍ୱର ପ୍ରଥମ ବାମହାତୀ ଦ୍ରୁତ ବୋଲର

Comments are closed.