ଥିରୁବନନ୍ତପୁରମ : କରୋନାରେ ଆକ୍ରାନ୍ତ ହେଲେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ । ଏ ନେଇ ଟ୍ବିଟ୍ କରି ନିଜେ ସୂଚନା ଦେଇଛନ୍ତି କେରଳ ମୁଖ୍ୟମନ୍ତ୍ରୀ । ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଥିବା ବେଳେ, ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କୋଭିଡ୍ ଟେଷ୍ଟ କରାଇବାକୁ ସେ ନିବେଦନ କରିଛନ୍ତି । ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା, ଗତ ମାର୍ଚ୍ଚ ୩ ତାରିଖରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଥିଲେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ । ଆଉ ଟିକା ନେବାର ମାସକ ପରେ ସେ କରୋନାରେ ଆକ୍ରାନ୍ତ ହେବା ଚର୍ଚ୍ଚାର ବିଷୟ ହୋଇଛି ।
BREAKING NEWS
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
Comments are closed.