Latest Odisha News

BREAKING NEWS

ପ୍ରଥମ ଡୋଜ୍ ନେବା ପରେ ବି କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କରୋନା ଆକ୍ରାନ୍ତ

ଥିରୁବନନ୍ତପୁରମ : କରୋନାରେ ଆକ୍ରାନ୍ତ ହେଲେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ । ଏ ନେଇ ଟ୍ବିଟ୍‌ କରି ନିଜେ ସୂଚନା ଦେଇଛନ୍ତି କେରଳ ମୁଖ୍ୟମନ୍ତ୍ରୀ । ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଥିବା ବେଳେ, ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କୋଭିଡ୍‌ ଟେଷ୍ଟ କରାଇବାକୁ ସେ ନିବେଦନ କରିଛନ୍ତି । ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା, ଗତ ମାର୍ଚ୍ଚ ୩ ତାରିଖରେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ । ଆଉ ଟିକା ନେବାର ମାସକ ପରେ ସେ କରୋନାରେ ଆକ୍ରାନ୍ତ ହେବା ଚର୍ଚ୍ଚାର ବିଷୟ ହୋଇଛି ।

Leave A Reply

Your email address will not be published.