କେରଳ: ଚାରିଆଡେ କରୋନା ଭାଇରସର ଭୟ । ଚୀନରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ କରୋନା ଭାଇରସ ଧୀରେ ଧୀରେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି । କେରଳରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୧୨ରେ ପହଂଚିଛି । ଏହାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି ।
୭ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ କ୍ଲାସ ଓ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ଏନେଇ କେରଳ ମୁଖ୍ୟମନ୍ତ୍ରୀ ପିନରାୟି ବିଜୟନ ଘୋଷଣା କରିଛି । ହେଲେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ପୂର୍ବଭଳି ପାଠ ପଢ଼ାଯିବା ସହ ସମସ୍ତ ପରୀକ୍ଷା ମଧ୍ୟ କରାଯିବ ବୋଲି ସେ କହିଛନ୍ତି ।
BREAKING NEWS
- Cross-Border Arms Terror Module: ପାକିସ୍ତାନରୁ ପଠାଯାଇଥିବା ବିପୁଳ ଅସ୍ତ୍ରଶସ୍ତ୍ର ଉଦ୍ଧାର;କ୍ଷେତରେ ଲୁଚାଯାଇଥିଲା…
- ସସପେନ୍ସ ଭିତରେ ସସପେଣ୍ଡ୍…ହେଲେ କଳି ଗଲାଣି ବଳି
- Brown sugar Seized; ଚାଲିଥିଲା ବ୍ରାଉନସୁଗାର ଡିଲ୍; ମାଡ଼ି ବସିଲା ପୋଲିସ, ୨ ଗିରଫ
- ଇନ୍ଦୋରରେ ବ୍ୟାଟ୍ସମ୍ୟାନଙ୍କ ଭୂସ୍ୱର୍ଗରେ ଟିମ ଇଣ୍ଡିଆ ପଲା ଭାରୀ
- Phulbani Accident: ଦୁର୍ଘଟଣାରେ ଜଳିଗଲା ଅଟୋ-କାର୍;ଜଣେ ଜୀବନ୍ତ ଦଗ୍ଧ,ଗୁରୁତର ମେଡିକାଲ୍ରେ …
- ଖଣ୍ଡଗିରି ମେଳା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି; ଲାଗିବ ୧୦୦ ସିସିଟିଭି, ରହିବ ବ୍ୟାପକ ପୋଲିସ ବ୍ୟବସ୍ଥା
- ମ୍ୟାଚ ଜିତାଇବ ବୋଲି କହି ଫସିଲେ ତାନ୍ତ୍ରିକ: ଟିମ ହାରିଲା ଦେଲେ ୩୬ ଲକ୍ଷ
- ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର
- ୧୦ ଆକାଂକ୍ଷୀ ଜିଲ୍ଲାରେ ଆରମ୍ଭ ହେଲା ନ୍ୟାୟ ଓ ସମାଧାନର ବିକଳ୍ପ ମଞ୍ଚ ନାରୀ ଅଦାଲତ
- ରାଜ୍ୟ ସରକାରଙ୍କ ଅନୁମତି ପରେ ଆରମ୍ଭ ହେବ ରତ୍ନ ଅଳଙ୍କାରର ଗଣତି ମଣତି ପ୍ରକ୍ରିୟା..
Comments are closed.