ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ତଥା ସମ୍ବାଦର ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ତାଙ୍କ ପତ୍ନୀ ସୁଦତ୍ତା ପଟ୍ଟନାୟକ । ଡାକ୍ତରଙ୍କ ପରାମର୍ଶ କ୍ରମେ ଦୁହିଁଙ୍କୁ ଚିକିତ୍ସା ପାଇଁ କଟକର ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବରୁ ସୌମ୍ୟରଂଜନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ହେଁ ତାଙ୍କୁ ଘରେ ସଙ୍ଗରୋଧରେ ରଖାଯାଇଥିଲା ।
BREAKING NEWS
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
- Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
- Brain behind Iran’s ‘Mosaic Defence’: କେମିତି ଇସ୍ରାଏଲ-ଆମେରିକା ଆଗରେ ଏପର୍ଯ୍ୟନ୍ତ ଦୃଢ଼ ଭାବେ ଛିଡ଼ା ହୋଇଛି ଇରାନ? ପଛରେ ଅଛି ଏହି ବ୍ୟକ୍ତିଙ୍କ ମାଷ୍ଟରମାଇଣ୍ଡ…
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
- Is Neena Gupta Pregnant?: ୬୬ ବର୍ଷ ବୟସରେ କ’ଣ ସତରେ ମା’ ହେବାକୁ ଯାଉଛନ୍ତି ନୀନା ଗୁପ୍ତା? ଏମିତି କହିଦେଲେ… ଫ୍ୟାନ୍ସ ବି ଆଚମ୍ବିତ!
- Loot: ବନ୍ଧୁକ ଦେଖାଇ ମାରପିଟ୍ କରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ଠାରୁ ଲୁଟ୍
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
- LPG cylinder shortage: ଏଲପିଜି ନିଅଣ୍ଟ ନେଇ କଂଗ୍ରେସର ପ୍ରତିବାଦ, ବିଜେପି ମୁଖ୍ୟାଳୟକୁ ନେଇଗଲା ମାଟି ଚୁଲି
Comments are closed.