Latest Odisha News

ଖଣ୍ଡପଡା ବିଧାୟକ ଓ ପତ୍ନୀ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ତଥା ସମ୍ବାଦର ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ତାଙ୍କ ପତ୍ନୀ ସୁଦତ୍ତା ପଟ୍ଟନାୟକ । ଡାକ୍ତରଙ୍କ ପରାମର୍ଶ କ୍ରମେ ଦୁହିଁଙ୍କୁ ଚିକିତ୍ସା ପାଇଁ କଟକର ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବରୁ ସୌମ୍ୟରଂଜନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ହେଁ ତାଙ୍କୁ ଘରେ ସଙ୍ଗରୋଧରେ ରଖାଯାଇଥିଲା ।

Leave A Reply

Your email address will not be published.