ନୂଆଦିଲ୍ଲୀ: ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାର ସନ୍ତରଣ ବିଭାଗରେ ପୁଣେର ସାବିତ୍ରୀ ବାଇ ୫୦ ମିଟର ବ୍ୟାକଷ୍ଟ୍ରୋକରେ ରୌପ୍ୟ ଏବଂ ଆର୍ଯ୍ୟା ରାଜଗୁରୁ ବଟରଫ୍ଲାଏରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଆର୍ଯ୍ୟା ପୂର୍ବରୁ କେତେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇଥିଲେ ମଧ୍ୟ ବିଶେଷ ସଫଳତା ହାସଲ କରି ନ ଥିଲେ । ଖେଲୋ ଇଣ୍ଡିଆରେ ଭଲ ପ୍ରଦର୍ଶନ ମୋ ମନୋବଳ ବଢ଼ାଇଛି ବୋଲି ସେ କହିଛନ୍ତି । ସେହିପରି ମୁମ୍ବାଇ ବିଶ୍ୱବିଦ୍ୟାଳୟର ଜ୍ୟୋତି ପ୍ରଭାବୀ ପ୍ରଦର୍ଶନ କରି ୪ ପଦକ ହାସଲ କରିସାରିଛନ୍ତି ।
BREAKING NEWS
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
Comments are closed.