ନୂଆଦିଲ୍ଲୀ: ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାର ସନ୍ତରଣ ବିଭାଗରେ ପୁଣେର ସାବିତ୍ରୀ ବାଇ ୫୦ ମିଟର ବ୍ୟାକଷ୍ଟ୍ରୋକରେ ରୌପ୍ୟ ଏବଂ ଆର୍ଯ୍ୟା ରାଜଗୁରୁ ବଟରଫ୍ଲାଏରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଆର୍ଯ୍ୟା ପୂର୍ବରୁ କେତେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇଥିଲେ ମଧ୍ୟ ବିଶେଷ ସଫଳତା ହାସଲ କରି ନ ଥିଲେ । ଖେଲୋ ଇଣ୍ଡିଆରେ ଭଲ ପ୍ରଦର୍ଶନ ମୋ ମନୋବଳ ବଢ଼ାଇଛି ବୋଲି ସେ କହିଛନ୍ତି । ସେହିପରି ମୁମ୍ବାଇ ବିଶ୍ୱବିଦ୍ୟାଳୟର ଜ୍ୟୋତି ପ୍ରଭାବୀ ପ୍ରଦର୍ଶନ କରି ୪ ପଦକ ହାସଲ କରିସାରିଛନ୍ତି ।
BREAKING NEWS
- Cyclone Arnab:ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି;ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
- ଶାନ୍ତି ପ୍ରତିଷ୍ଠା ପାଇଁ ହୁତି ବିଦ୍ରୋହୀଙ୍କୁ ସାଉଦି ଆରବର ୧ ବିଲିୟନ ଡଲାରର ପ୍ରସ୍ତାବ
- ସମ୍ଭାବ୍ୟ ବାତ୍ୟା ବିପଦକୁ ଏଡ଼ାଇବା ପାଇଁ ପଦକ୍ଷେପ: ଗର୍ଭବତୀ ମହିଳାମାନଙ୍କୁ ‘ମା ଗୃହ’କୁ ଯିବା ପାଇଁ ସରକାରଙ୍କ ଅପିଲ୍
- କର୍କଟ ଔଷଧ ନାଁରେ ଚାଲିଛି ଲୁଟ୍ ଓ ଡକାୟତି: କେନ୍ଦ୍ର ସରକାରଙ୍କୁ ସର୍ବୋଚ୍ଚ ଅଦାଲତଙ୍କ ତାଗିଦ୍
- ଫେଲ୍ ମାରିଲା ଚୋରା ଚାଲାଣର ନୂଆ ଫର୍ମୁଲା; ମାଟି ତଳୁ ଗଞ୍ଜେଇ ଜବତ କଲା ଅବକାରୀ ବିଭାଗ
- ରାତି ୨ରୁ ଭୋର୍ ୪ଟା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ଅର୍ଣ୍ଣବ’, ଅପେକ୍ଷାକୃତ ଶୀଘ୍ର ସ୍ଥଳଭାଗ ଛୁଇଁବା ସମ୍ଭାବନା
- କୋଟିଆ ଓଡ଼ିଶାର, ଓଡ଼ିଶାର ହୋଇ ରହିବ: ରାଜସ୍ୱ ମନ୍ତ୍ରୀ
- ତୁମେ ୧୨ ବଲ୍ରେ ଅର୍ଦ୍ଧଶତକ ଲଗାଇ ପାରିଲ ନାହିଁ
- ଭାରତୀୟ ବକ୍ସିଂ ମହାସଂଘରେ ବଡ଼ ବିବାଦ: ଅଜୟ ସିଂଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି
- ୨୫ ବର୍ଷ ପରେ ଇଂଲଣ୍ଡର କୌଣସି ଫୁଟବଲର୍ଙ୍କୁ ମିଳିଲା ବାଲେନ୍ ଡି’ଓର୍ ଆୱାର୍ଡ

Comments are closed.