ଯାଜପୁର : କରୋନା ମୁକାବିଲା ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ କିଛି ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି।
ଆଜିଠୁ ଖୋର୍ଦ୍ଧା ଜିଲ୍ଲାରେ ସକାଳ ୫ଟାରୁ ସଂଧ୍ଯା ୭ଟା ପର୍ଯ୍ୟନ୍ତ ୧୪ ଘଣ୍ଟା ଯାଏଁ ଖୋଲିବ ଦୋକାନବଜାର। ଏହି କଟକଣା ଜୁଲାଇ ୧୫ ଯାଏ ଜାରି ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା । ଏହାବାଦ ପ୍ରତି ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଖୋର୍ଦ୍ଧା ଜିଲ୍ଲାରେ ସାପ୍ତାହିକ ସଟ୍ ଡାଉନ ଜାରି ରହିବ। ରାତ୍ରିକାଳୀନ କର୍ଫ୍ୟୁ ରାତି ୯ ଘଟିକାରୁ ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ତେବେ ଯେକୌଣସି କ୍ଷେତ୍ର ପାଇଁ ମାସ୍କ ଲଗାଇବା ବାଧ୍ୟତାମୂଳକ କରାଯାଇଛି। ଆବଶ୍ୟକ କାର୍ଯ୍ୟ ପାଇଁ ନିଷିଦ୍ଧ ସମୟସୀମା ମଧ୍ୟରେ ବାହାରକୁ ଗଲେ ଉପଯୁକ୍ତ କାରଣ ଦର୍ଶାଇବାକୁ ପଡିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
BREAKING NEWS
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
- ଉତ୍କଳିକା – କୋଚିନ ଓଡ଼ିଆ ସଂଘ ଦ୍ୱାରା ୧୬ତମ ପ୍ରତିଷ୍ଠା ଦିବସ ଓ ଉତ୍କଳ ଦିବସ ପାଳିତ
- ସିଙ୍ଗାପୁରରେ ପାଳିତ ହେଲା ଉତ୍କଳ ଦିବସ ୨୦୨୬, ମନମୁଗ୍ଧ କଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ
- ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ମନା
Comments are closed.