ଖୋର୍ଦ୍ଧା: କରୋନା ଖୋର୍ଦ୍ଧା ଜିଲ୍ଲାରେ ନିୟନ୍ତ୍ରଣକୁ କେବେ ଆସିବ ? ବେକାବୁ ମହାମାରୀ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ସବୁ ରେକର୍ଡକୁ ପାର କରି ଯାଇଛି । ଚିହ୍ନଟ ହୋଇଛନ୍ତି ସର୍ବାଧିକ ୯୦୨ ଆକ୍ରାନ୍ତ । ଯାହାକି ଦିନକରେ ବର୍ତ୍ତମାନ ସୁଦ୍ଧା ସବୁଠୁ ଅଧିକ ।
ଗଞ୍ଜାମକୁ ପଛରେ ଛାଡିଲା ଖୋର୍ଦ୍ଧା
ଗୋଟିଏ ଦିନର ସଂକ୍ରମଣରେ ଗଞ୍ଜାମକୁ ବି ଟପିଗଲା । ଗଞ୍ଜାମ ଜିଲ୍ଲାରେ ଦିନକରେ ସର୍ବାଧିକ ୭୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କିନ୍ତୁ ଖୋର୍ଦ୍ଧାରେ ଏହି ସଂଖ୍ୟା ଥିଲା ୮୭୮ । ଆଜି ସବୁ ରେକର୍ଡକୁ ପାର କରିଛି ଜିଲ୍ଲାରେ ସଂକ୍ରମଣ ।
ସଂକ୍ରମଣ ଓ ଆକ୍ଟିଭ କେସରେ ଏକ ନମ୍ବର
ରାଜ୍ୟରେ କରୋନା ସଂକ୍ରମିତ ଜିଲ୍ଲାର ଏକ ନମ୍ୱର ସ୍ଥାନରେ ରହିଛି ଖୋର୍ଦ୍ଧା । ଜିଲ୍ଲାରେ ସଂକ୍ରମଣ ସହ ଅଧିକ ରହିଛି ଆକ୍ଟିଭ୍ କେସ । ମୋଟ୍ ୩୫ ହଜାର ୮୦ ପଜିଟିଭ୍ କେସ୍ ରହିଛି । ଚିକିତ୍ସାଧୀନ ଅଛନ୍ତି ୬ ହଜାର ୬୮୭ ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରେ କରୋନା ନେଇଛି ୧୨୩ ଜୀବନ ।
BREAKING NEWS
- Iranian Drones Hit Near Dubai Airport: ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଡ୍ରୋନ୍ ଆକ୍ରମଣ;ଜଣେ ଭାରତୀୟଙ୍କ ସମେତ ୪ ଆହତ
- ଆଇପିଏଲ ୨୦୨୬: ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କଲା ବିିସିସିଆଇ
- Trump thanks India: ଆମେରିକାରେ ରିଲାଏନ୍ସର ‘ମାଷ୍ଟରଷ୍ଟ୍ରୋକ୍’
- Jasprit Bumrah: ମିଶନ ୨୦୨୭ – ବୁମରାଙ୍କ ବଡ଼ ନିଷ୍ପତ୍ତି !
- ଟି୨୦ ବିଶ୍ୱକପ ପରେ ଟ୍ରେନରେ ଲୁଚି କରି ଘରକୁ ଗଲେ ଏହି ଷ୍ଟାର ଖେଳାଳି
- LPG Fuel Made: କେଉଁ ଦେଶ ସବୁଠାରୁ ଅଧିକ ଉତ୍ପାଦନ କରେ LPG? କେମିତି ତିଆରି ହୁଏ ରନ୍ଧନ ଗ୍ୟାସ୍?
- ସ୍ୱଦେଶ ଫେରିବା ଆରମ୍ଭ କଲେ ୱେଷ୍ଟଇଣ୍ଡିଜ ଖେଳାଳି
- ଏଣିକି ପ୍ରତି ଜିଲ୍ଲାରେ ହେବ ପୁସ୍ତକ ମହୋତ୍ସବ
- Suspended: ମଦ ପିଇ ଆସିଥିଲେ ଅଫିସ୍…୩ ତହସିଲ କର୍ମଚାରୀଙ୍କୁ ନିଲମ୍ୱନ କଲେ ଜିଲ୍ଲାପାଳ
- Hotter Months Ahead: ଆକାଶରୁ ହେବ ଅଗ୍ନି ବର୍ଷା! ଭାରତକୁ କଲବଲ କରିପାରେ ଗରମ ମାସ…WMO କରାଇଲା ସତର୍କ
Comments are closed.