Latest Odisha News

BREAKING NEWS

କଟକରେ ଚିହ୍ନଟ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ

କଟକ: କଟକରେ ଶୁକ୍ରବାର ଦିନ ୨୮ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୨୦୭୧ରେ ପହଞ୍ଚିଛି।

ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରେ ସର୍ବାଧିକ ୨୨ କଟକ ମହାନଗର ନିଗମ (ସିଏମସି) ଅଞ୍ଚଳର ରହିଛନ୍ତି । ସେହିପରି ଆଠଗଡରୁ (୩), ବାଙ୍କି (୧), ବାରଙ୍ଗ (୧), ନିଶ୍ଚିନ୍ତକୋଇଲିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ତେବେ ସିଏମସି ଅଞ୍ଚଳରୁ ଚିହ୍ନଟ ହୋଇଥିବା ସମସ୍ତ ୨୨ ଆକ୍ରାନ୍ତଙ୍କ ସମ୍ପର୍କରେ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.