ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଅନେକ ରୋଗୀ ସୁସ୍ଥ ହେବାରେ ଲାଗିଛନ୍ତି।
ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ ଗତକାଲି ଓଡ଼ିଶାରେ ଜଣେ କରୋନା ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି। ଯାହା ଫଳରେ ମୋଟ ୫୬ ଜଣ ସୁସ୍ଥ ହୋଇଛନ୍ତି।
ଜାଣନ୍ତୁ, କେଉଁ ଜିଲ୍ଲାରେ କେତେ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ପଜିଟିଭ୍ଙ୍କ ସଂଖ୍ୟା ୧୬୦ରେ ପହଞ୍ଚିଛି । ସେଥିମଧ୍ୟରୁ ୧୦୩ଟି ସକ୍ରିୟ ମାମଲା ରହିଥିବା ବେଳେ ୫୬ ଜଣ ସୁସ୍ଥ ହୋଇଛନ୍ତି। ଏଥିସହିତ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.