Latest Odisha News

BREAKING NEWS

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ, କେଉଁଠି କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆଜି ୩୧ ନୂଆ ପଜିଟିଭ ଚିହ୍ନଟ ହୋଇଛି।

ସେଥିମଧ୍ୟରୁ ସଙ୍ଗରୋଧରୁ ୮ ଓ ସ୍ଥାନୀୟ ଅଂଚଳରୁ ୨୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଯାହାକୁ ମିଶାଇ ରାଜଧାନୀରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩୦,୫୬୩ରେ ପହଂଚିଛି । ସେଥି ମଧ୍ୟରୁ ୨୯,୮୨୧ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇ ସାରିଛନ୍ତି ।

ଅପରପକ୍ଷରେ ୫୧୧ଟି ସକ୍ରିୟ ମାମଲା ରହିଥିବା ବେଳେ ୨୧୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.