Latest Odisha News

BREAKING NEWS

୭୮ତମ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ଵର: ଆଉ ଦିନକେଇଟା ପରେ ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ । ଚଳିତବର୍ଷ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ।

ସେହିପରି ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ଯଥାକ୍ରମେ ନୂଆପଡ଼ା ଓ କଟକରେ ପତାକା ଉତ୍ତୋଳନ କରିବେ। ତେବେ ଜାଣନ୍ତୁ, କେଉଁ ଜିଲ୍ଲାରେ ଆଉ କିଏ ପତାକା ଉତ୍ତୋଳନ କରିବେ…

 

Comments are closed.