ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସଦର ଥାନା ବିଶିମୁଣ୍ଡା ଗାଁ ରାଧାକୃଷ୍ଣ ମଠର ମଠାଧିଶ ବାବା କୃଷ୍ଣଚନ୍ଦ୍ର ଦାଶଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ । ହତ୍ୟାକାଣ୍ଡ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ବାବାଙ୍କ ସମ୍ପର୍କୀୟ ଦୁଇ ପୁତୁରା ଅମିତ ଓରଫ ଶମ୍ଭୁ ଭୂଷଣ ମିଶ୍ର ଓ ମିଥୁନ ଓରଫ ଡୋଳାମଣି ମିଶ୍ର ବାବାକୁ ହତ୍ୟା କରିଥିବା ସୂଚନା ଦେଇଛି ପୋଲିସ । ସମ୍ପତ୍ତି ଲୋଭରୁ ବାବା କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା କରାଯାଇଥିବା କହିଛି ପୋଲିସ । ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ମଠରେ ଶୋଇଥିବା ଅବସ୍ଥାରେ ବାବାଙ୍କୁ ଗତ ୩ ତାରିଖରେ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରିଥିଲେ ଦୁଇ ସମ୍ପର୍କୀୟ ପୁତୁରା ।
BREAKING NEWS
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Comments are closed.