ମୟୁରଭଞ୍ଜ: ଶହୀଦ ରଘୁନାଥ ମାହାତୋଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଦାବି କରିଛି ମୟୁରଭଞ୍ଜ ଜିଲ୍ଲା କୁଡ଼ୁମାଲି ସାଂସ୍କୃତିକ ସଙ୍ଗଠନ। ବାରିପଦା ପୌରାଞ୍ଚଳରେ ଶହୀଦ ରଘୁନାଥ ମାହାତୋଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ପୌରାଧିକାରୀଣି ଅନ୍ୟା ଦାସଙ୍କୁ ଭେଟି ଦାବି ପ୍ରଦାନ କରିଛି କୁଡୁମାଲି ସାଂସ୍କୃତିକ ସଙ୍ଗଠନ।
ଶହୀଦ ରଘୁନାଥ ମାହାତୋ ପ୍ରଥମ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ତଥା ଚୁଆଳ ବିଦ୍ରୋହର ପ୍ରଥମ ଶହୀଦ ଥିଲେ। ଏଥିସହିତ ଜିଲ୍ଲାର ସମସ୍ତ ନେତା ଓ ମନ୍ତ୍ରୀଙ୍କୁ ମଧ୍ୟ ଦାବି ପତ୍ର ପ୍ରଦାନ କରିଛି ସଙ୍ଗଠନ।
BREAKING NEWS
- କେଳୁଚରଣ କୀର୍ତ୍ତି ଶତକମ୍ :ଉନ୍ମୋଚନ ହେବ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ୱେବସାଇଟ
- ‘Atal Van’ at Lok Bhavan: ଲୋକଭବନରେ ‘ଅଟଳ ବନ’କୁ ଉଦଘାଟନ କଲେ ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ
- ହୋଟେଲ ଭିତରେ କରୁଥିଲେ କାମ,ପଶି ଆସିଲା ଟ୍ରାକ୍ଟର;ଚାଲିଗଲା ୨ଜଣଙ୍କ ଜୀବନ
- ଆକଳନଠାରୁ କମ୍ ବିଡିଂ ମେମୋର ପୁନଃବିଚାର ପାଇଁ ଦାବି
- ଋଷ ତୈଳ ଟ୍ୟାଙ୍କରକୁ କବଜା କଲା ଆମେରିକା!
- ଚାଲାଣ ଥିଲେ ପଲ୍ୟୁସନ ସାର୍ଟିଫିକେଟ ନ ମିଳିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ବେଆଇନ;ବିଜୁ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ ଡାକରା
- ଧୂରନ୍ଧର ଅକ୍ଷୟ ଖାଆନ୍ତି ନାହିଁ ଜଳଖିଆ
- ବେକରେ ବିରଳ ସାପ ଧରି ବୁଲୁଥିଲେ ଯୁବକ, ଖାଇଲେ ଚୋଟ
- ଜାନୁଆରୀ ୯ରୁ ଭୁବନେଶ୍ୱରରେ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ
- ବିଦେଶୀ ଶିକ୍ଷାର୍ଥୀଙ୍କୁ ଆକୃଷ୍ଟ କରିବାରେ କିଟ୍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
Comments are closed.