ଲକ୍ଷ୍ନୌ: ପ୍ରସିଦ୍ଧ କବି ତଥା ଆମ୍ ଆଦମୀ ପାର୍ଟି ନେତା କୁମ୍ବାର ବିଶ୍ୱାସଙ୍କ ଘରୁ କାର୍ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି । ଗାଜିଆବାଦର ଇନ୍ଦିରାପୁରମ ସ୍ଥିତ ତାଙ୍କ ବାସଭବନ ସାମ୍ନାରୁ ଫର୍ଚ୍ୟୁନର କାର୍କୁ କେହି ଚୋରି କରି ନେଇଥିବା ଜଣାପଡିଛି । ଏନେଇ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ପାଇଁ ଏକ ଟିମ୍ ଗଠନ କରିଛି । ତେବେ କିଏ ଓ କାହିଁକି ତାଙ୍କ କାର୍ ଚୋରି କରିଛି ସେ ନେଇ କୌଣସି ସୂଚନା ମିଳିପାରି ନାହିଁ ।
ସୂଚନା ଯୋଗ୍ୟ ଯେ, କୁମାର ବିଶ୍ୱାସ ଜଣେ କବି ଭାବେ ଜଣାଶୁଣା । ଦେଶ ବିଦେଶର ତାଙ୍କର ବେଶ୍ ପ୍ରସିଦ୍ଧି ରହିଛି । କେବଳ ସେତିକି ନୁହେଁ ସୋସିଆଲ ମିଡିଆରେ ତାଙ୍କ ଫ୍ୟାନ୍ଙ୍କ ସଂଖ୍ୟା ମଧ୍ୟ ଢ଼େର୍ ଅଧିକ । ବହୁ ସମୟରେ ସେ କବିତା ମାଧ୍ୟମରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରି ବିବାଦ ମଧ୍ୟକୁ ଚାଲିଆସନ୍ତି ।
BREAKING NEWS
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
Comments are closed.