ଭୁବନେଶ୍ୱର: KYC ଅପଡେଟ୍ ନେଇ ସଚେତନତା । ରାଜ୍ୟରେ ସାଇବର ଠକଙ୍କ ଦୌରାତ୍ମ୍ୟ ବଢ଼ୁଥିବା ବେଳେ KYC ଅପଡେଟ୍ ନାଁରେ ହେଉଥିବା ଠକେଇ ରୋକିବାକୁ ଓଡ଼ିଶା ପୋଲିସର ପ୍ରୟାସ କରିଛି । ଟ୍ୱିଟ କରି ଏନେଇ ପରାମର୍ଶ ଜାରି କରିଛି ଓଡ଼ିଶା ପୋଲିସ । KYC ଅପଡେଟ୍ ନେଇ ଆସୁଥିବା SMSକୁ ଅଣଦେଖା କରିବାକୁ ପରାମର୍ଶ ଦିଆଯାଇଛି ।
ସେହିପରି KYC ଅପଡେଟ୍ ନେଇ କୌଣସି ଅଜ୍ଞାତ ନମ୍ବରକୁ ଫୋନ କରନ୍ତୁ ନାହିଁ । ସେବା ପ୍ରଦାନକାରୀ ସଂସ୍ଥା କୌଣସି ନମ୍ବରକୁ ଫୋନ ପାଇଁ କୁହନ୍ତି ନାହିଁ ବୋଲି ଓଡିଶା ପୋଲିସ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
Comments are closed.