କଟକ: କଟକ ହରିଣ ପାର୍କ ନିକଟସ୍ଥ ମହାନଦୀକୁ ଡ଼େଇଁ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି । ମୃତ ଯୁବତୀଙ୍କର ପରିଚୟ ମିଳିନାହିଁ । ଯୁବତୀ ଜଣକ ଆଜି ସନ୍ଧ୍ୟାରେ ହଠାତ୍ ମହାନଦୀ ଡ଼େଇଁ ପଡ଼ିଥିଲେ । ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ôଚ ଯୁବତୀଙ୍କୁ ଉଦ୍ଧାର କରି କଟକ ବଡ଼ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଯୁବତୀଙ୍କ ପରିଚୟ ମିଳି ନ ଥିବା ବେଳେ ସେ କେଉଁ କାରଣକୁ ନେଇ ଆତ୍ମହତ୍ୟା କରିଛନ୍ତି, ତାହା ମଧ୍ୟ ଅସ୍ପଷ୍ଟ ରହିଛି । ଏନେଇ ପୋଲିସ ତଦନ୍ତ ଚଳାଇଛି ।
BREAKING NEWS
- ସେୟାର୍ ବଜାର୍ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି
- ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ପେଟ୍ରୋଲ ପମ୍ପରେ PUCC ଅନିବାର୍ଯ୍ୟ
- ଆଜି ସରିବ ମାଟ୍ରିକ ଖାତାଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ
- ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ
- ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା
- Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
Comments are closed.