କଟକ: କଟକ ହରିଣ ପାର୍କ ନିକଟସ୍ଥ ମହାନଦୀକୁ ଡ଼େଇଁ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି । ମୃତ ଯୁବତୀଙ୍କର ପରିଚୟ ମିଳିନାହିଁ । ଯୁବତୀ ଜଣକ ଆଜି ସନ୍ଧ୍ୟାରେ ହଠାତ୍ ମହାନଦୀ ଡ଼େଇଁ ପଡ଼ିଥିଲେ । ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ôଚ ଯୁବତୀଙ୍କୁ ଉଦ୍ଧାର କରି କଟକ ବଡ଼ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଯୁବତୀଙ୍କ ପରିଚୟ ମିଳି ନ ଥିବା ବେଳେ ସେ କେଉଁ କାରଣକୁ ନେଇ ଆତ୍ମହତ୍ୟା କରିଛନ୍ତି, ତାହା ମଧ୍ୟ ଅସ୍ପଷ୍ଟ ରହିଛି । ଏନେଇ ପୋଲିସ ତଦନ୍ତ ଚଳାଇଛି ।
BREAKING NEWS
- ଚାଲାଣ ପୂର୍ବରୁ ମାଡି ବସିଲା ପୋଲିସ; କୋଟିଏ ଟଙ୍କାର ଗଞ୍ଜେଇ ଜବତ
- ଓଆଇଏସଏଫର ଆଉ ଏକ ବାଟାଲିୟନ ଗଠନକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦୪୦ ନୂଆ ପଦବୀ
- ଜବରଦଖଲ ଉଚ୍ଛେଦ ବେଳେ ପୋଲିସ- ବସ୍ତିବାସିନ୍ଦାଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ: ଜଣେ ମୃତ, ୬ ଆହତ
- ରାତି ପାହିଲେ କଳିଙ୍ଗ ସୁପର କପ୍ ; ଟୁର୍ଣ୍ଣାମେଣ୍ଟରୁ ଓହରିଲା ଚର୍ଚ୍ଚିଲ ବ୍ରଦର୍ସ
- ଆଇପିଏଲରେ ଇତିହାସ ରଚିଲେ ବୈଭବ
- ଚାଞ୍ଚଲ୍ୟ ଘଟଣା! ୬ ମାସର ଗର୍ଭବତୀ ହେଲେ ୬ଷ୍ଠ ଶ୍ରେଣୀ ଛାତ୍ରୀ
- ଗୁଜରାଟକୁ ଏକାକୀ ଜିତାଇଲେ ବଟଲର
- ଜୋରଦାର ଚାଲିଛି ମାଓ ବିରୋଧୀ ଅଭିଯାନ, ପୁଣି ମାଓଡମ୍ପ ଉଦ୍ଧାର କଲେ ଯବାନ୍
- ଓଡ଼ିଆ ପୁଅ ଓମ୍ ପ୍ରକାଶ ଜେଇଇ ମେନ୍ ଟପ୍ପର
- ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ
Comments are closed.