ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଜଣ ସିଆରପିଏଫ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ଯବାନ ହେଲେ ପଲବନ କୁମାର ବିଶ୍ବାସ, ସଦାଶିବ ଯାଦବ, ଓମପ୍ରକାଶ ଓ ରାଜିବ ରଞ୍ଜନ । ସମସ୍ତ ଆହତ ଯବାନଙ୍କୁ ତୁରନ୍ତ ବିଜାପୁର ଜିଲ୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, କୁମ୍ବିଂ ଅପରେସନ ସାରି ଯବାନମାନେ କ୍ୟାମ୍ପକୁ ଫେରୁଥିବା ବେଳେ, ନକ୍ସଲମାନେ ଚିନ୍ନାକୋଡ଼େପାଲର ଟି-ପଏଣ୍ଟ ଓ ମୁରକିନାର ମୁଖ୍ୟ ରାସ୍ତାରେ ଏହି ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଛନ୍ତି । ଘଟଣାସ୍ଥଳରେ ସିଆରପିଏଫ ଓ ଡିଆରଜି ବାହିନୀ ପହଞ୍ଚି ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ।
BREAKING NEWS
- ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ; ଠିକାସଂସ୍ଥା ନାଁରେ ଥାନାରେ ଅଭିଯୋଗ
- Ravenshaw University: ରେଭେନ୍ସାରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ
- Shirtless protest: AI ସମିଟରେ ସାର୍ଟଲେସ୍ ପ୍ରତିବାଦ ଘଟଣାରେ ୪ ଗିରଫ; ଏହି ୧୦ ପଏଣ୍ଟର ସହ ମାମଲାର ତଦନ୍ତ
- Odisha Budget 2026 : ନବୀନ ପଟ୍ଟନାୟକ ବଜେଟକୁ ନେଇ ରଖିଲେ ପ୍ରତିକ୍ରିୟା ,କହିଲେ- ‘ଫୁଲ୍ ମେନ୍ୟୁ ଇନ୍ ଏମପ୍ଟି କିଚେନ’
- Trump’s emergency tariffs are illegal: ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା, ଶୁଳ୍କ ନୀତିକୁ ବେଆଇନ ଘୋଷଣା
- ବଜେଟ୍ ୨୦୨୬-୨୭: ରତ୍ନଭଣ୍ଡାର ଖୋଲିବା ପାଇଁ ୫ କୋଟି ଟଙ୍କାର ବ୍ୟୟବରାଦ
- “ସମୃଦ୍ଧ କୃଷକ” ପାଇଁ ୬ ହଜାର ୮୮ କୋଟି
- ଭାରତର ଷ୍ଟାର ଅଲରାଉଣ୍ଡର କହିଲେ ମହୀକାଙ୍କ ଯୋଗୁ ମୋ ଖେଳରେ ଉନ୍ନତି ଘଟିଛି
- ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ;କହିଲେ-ଅନ୍ୟାୟ ବିରୁଦ୍ଧରେ…
- ପତ୍ନୀ ଈଶାନୀଙ୍କଠାରୁ ଅଲଗା ହେବେ କ୍ରିକେଟର ରାହୁଲ ଚହର
Comments are closed.