କଟକ: ଆଜି ଦିବଙ୍ଗତ ଓଡ଼ିଆ ଅଭିନେତ୍ରୀ ଝରଣା ଦାସଙ୍କ ଶେଷକୃତ୍ୟ ହେବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ତାଙ୍କର ଶେଷକୃତ୍ୟ । ଗାର୍ଡ ଅଫ୍ ଅନର ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଗତକାଲି ସୂଚନା ଦେଇଥିଲେ । କଟକ ଗୋରାକବରସ୍ଥିତ ଚର୍ଚ୍ଚରେ ତାଙ୍କର ଅନ୍ତିମ ସଂସ୍କାର ହେବ । କଟକସ୍ଥିତ ବାସଭବନରେ ବିଳମ୍ୱିତ ରାତିରେ ହୃଦଘାତରୁ ତାଙ୍କ ଦେହାନ୍ତ ହୋଇଥିଲା ।
BREAKING NEWS
- T 20 ବିଶ୍ବକପ କ୍ରିକେଟ ବେଟିଂ ବେଳେ ଚଢ଼ଉ, ୧୫ ଅଟକ
- Rajya Sabha Elections: ଏହି ଦିନ ହେବ ରାଜ୍ୟସଭା ନିର୍ବାଚନ, ଘୋଷଣା ହେଲା ତାରିଖ…
- Odisha Assembly Budget Session: ଧାନ ପ୍ରସଙ୍ଗ ନେଇ ଗୃହ ଅଚଳ, ମୁଣ୍ଡରେ ଧାନ ମୁଣ୍ଡାଇ ଗୃହକୁ ଆସିଲେ ବିଜେଡି ବିଧାୟକ…୧୧.୩୦ ଯାଏଁ ଗୃହ ମୁଲତବି
- NASA Scientist Warning: ଧ୍ଵଂସ ହୋଇଯିବ ଅନେକ ସହର!
- ସ୍ପ୍ରେ ମାରି ସୁନା ଦୋକାନରୁ ଲୁଟ୍ ଘଟଣା: ଅଭିଯୁକ୍ତ ନାବଳକ ଗିରଫ
- ଆମେରିକା ସେନାର ବଡ଼ ଆକ୍ରମଣ: ୧୧ ଜଣଙ୍କ ମୃତ୍ୟୁ
- ଜେଲରେ ବିକ୍ରମ ପଣ୍ଡା ଅସୁସ୍ଥ, ପୁଣି ଏମକେସିଜିରେ ଭର୍ତ୍ତି
- ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀ
- ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସ ହରାଇଲା ବଡ଼ ୱିକେଟ, ବିଜେପିରେ ଯୋଗଦେବେ ଭୂପେନ ବୋରା
- ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ସେୟାର କରି ‘ଜୟ ହୋ’ ଲେଖିଲେ ଫ୍ରାନ୍ସ ରାଷ୍ଟ୍ରପତି
Comments are closed.