ମୁମ୍ବାଇ: ସାମ୍ନାକୁ ଆସିଲା ବଲିଉଡର ବର୍ଷିଆନ୍ ଅଭିନେତା ରିଷି କପୁରଙ୍କ ଲାଷ୍ଟ ଭିଡିଓ ବାର୍ତ୍ତା । ଏହି ଭିଡିଓରେ ରିଷି କପୁର ହସ୍ପିଟାଲର ଏକ ବେଡ୍ରେ ଶୋଇଛନ୍ତି । ଏବଂ ତାଙ୍କ ପାଖରେ ଜଣେ ଯୁବକ ଠିଆ ହୋଇଛନ୍ତି । ସେ ତାଙ୍କ ଫିଲ୍ମ ‘ଦିୱାନା’ର ଏକ ଗୀତ ଗାଉଥିବା ଦେଖିବାକୁ ମିଳିଛି । ଏହି ଗୀତକୁ ଶୁଣି ରିଷି ବେଶ୍ ଭାବ ବିହ୍ୱଳ ହୋଇପଡିଛନ୍ତି । ଏଥିସହ ରିଷି ତାଙ୍କୁ ଆଶୀର୍ବାଦ କରିଛନ୍ତି । ତାଙ୍କ କ୍ୟାରିଅର ପାଇଁ ତାଙ୍କୁ ଶୁଭକାମନା ମଧ୍ୟ ଜଣାଇଛନ୍ତି ରିଷି । ରିଷି କପୁରଙ୍କ ଏହି ଲାଷ୍ଟ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।
ଆଜି ସାକାଳ ୮.୪୫ ମିନିଟ୍ରେ ବଲିଉଡର ଭେଟେରାନ୍ ଅଭିନେତା ରିଷି କପୁରଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ଦିନ ହେବ କର୍କଟ ରୋଗରେ ପୀଡିତ ଥିଲେ । ମୁମ୍ବାଇ ସ୍ଥିତ ସାର୍ ଏଚ୍ ଏନ୍ ରିଲାଏନ୍ସ୍ ଫାଉଣ୍ଡେସନ୍ ହସ୍ପିଟାଲ୍ରେ ତାଙ୍କର ମୃତ୍ୟୁ ହୋଇଛି ।
BREAKING NEWS
- Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
- High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..
- ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
- EPFO: ସର୍ବନିମ୍ନ ପେନସନ୍ ୭,୫୦୦ ଟଙ୍କାକୁ ବୃଦ୍ଧି କରିବେ କି ସରକାର? ଶ୍ରମ ମନ୍ତ୍ରୀ ଦେଲେ ବଡ଼ ସୂଚନା…
- ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
- Turkey Offer To Iran: ଆମେରିକାକୁ ତେଲ ଦେଇ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ଚୁକ୍ତି କର…ଇରାନକୁ ବଡ଼ ପ୍ରସ୍ତାବ ଦେଲା ତୁର୍କୀ…
Comments are closed.