ମୁମ୍ବାଇ: ସାମ୍ନାକୁ ଆସିଲା ବଲିଉଡର ବର୍ଷିଆନ୍ ଅଭିନେତା ରିଷି କପୁରଙ୍କ ଲାଷ୍ଟ ଭିଡିଓ ବାର୍ତ୍ତା । ଏହି ଭିଡିଓରେ ରିଷି କପୁର ହସ୍ପିଟାଲର ଏକ ବେଡ୍ରେ ଶୋଇଛନ୍ତି । ଏବଂ ତାଙ୍କ ପାଖରେ ଜଣେ ଯୁବକ ଠିଆ ହୋଇଛନ୍ତି । ସେ ତାଙ୍କ ଫିଲ୍ମ ‘ଦିୱାନା’ର ଏକ ଗୀତ ଗାଉଥିବା ଦେଖିବାକୁ ମିଳିଛି । ଏହି ଗୀତକୁ ଶୁଣି ରିଷି ବେଶ୍ ଭାବ ବିହ୍ୱଳ ହୋଇପଡିଛନ୍ତି । ଏଥିସହ ରିଷି ତାଙ୍କୁ ଆଶୀର୍ବାଦ କରିଛନ୍ତି । ତାଙ୍କ କ୍ୟାରିଅର ପାଇଁ ତାଙ୍କୁ ଶୁଭକାମନା ମଧ୍ୟ ଜଣାଇଛନ୍ତି ରିଷି । ରିଷି କପୁରଙ୍କ ଏହି ଲାଷ୍ଟ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।
ଆଜି ସାକାଳ ୮.୪୫ ମିନିଟ୍ରେ ବଲିଉଡର ଭେଟେରାନ୍ ଅଭିନେତା ରିଷି କପୁରଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ଦିନ ହେବ କର୍କଟ ରୋଗରେ ପୀଡିତ ଥିଲେ । ମୁମ୍ବାଇ ସ୍ଥିତ ସାର୍ ଏଚ୍ ଏନ୍ ରିଲାଏନ୍ସ୍ ଫାଉଣ୍ଡେସନ୍ ହସ୍ପିଟାଲ୍ରେ ତାଙ୍କର ମୃତ୍ୟୁ ହୋଇଛି ।
BREAKING NEWS
- ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ
- ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ହେବ ନିର୍ମାଣ
- ୭୫ ବର୍ଷୀୟ ବୃଦ୍ଧଙ୍କ ପ୍ରେମରେ ପଡ଼ିଲେ ୩୦ ବର୍ଷୀୟା ବ୍ଲଗର୍; ହୋଇ ସାରିଛି ନିର୍ବନ୍ଧ
- ବୈଭବ,ସଞ୍ଜୁଙ୍କୁ ନେଇ ଶ୍ରୀକାନ୍ତଙ୍କ ବଡ଼ ଅଭିଯୋଗ; ଟାର୍ଗେଟ୍ରେ ଗୌତମ ଗମ୍ଭୀର
- Odisha Student Union Elections:ଭୋଟିଂ ପରେ ଆସିଛି ଫଳାଫଳ;ରେଭେନ୍ସା,ରମାଦେବୀରେ BCJD,ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ABVP…
- ସିରିଜ ଦୁର୍ଘଟଣା ଘଟାଇଲା ଟ୍ରକ; ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି
- ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ବୁମରାହଙ୍କୁ ଦିଆଯାଇପାରେ ବିଶ୍ରାମ
- ହେନଲେ ପାସପୋର୍ଟ ଇଣ୍ଡେକ୍ସ ୨୦୨୬: ଭାରତୀୟ ପାସପୋର୍ଟ ରାଙ୍କିଙ୍ଗ୍ରେ ସାମାନ୍ୟ ଉନ୍ନତି, ୮୪ ତମ ସ୍ଥାନରେ ଭାରତ
- ଲୋକଭବନରେ ହେବ ଆଉ ୧୪୪ କ୍ୱାର୍ଟର୍ସ, ଭିତ୍ତିପ୍ରସ୍ତର ସ୍ଥାପନ
- ପଞ୍ଚାୟତ ଓ ପୌର ନିର୍ବାଚନକୁ ନେଇ ପ୍ରସ୍ତୁତି ଆରମ୍ଭ, ଆସନ୍ତା ୨୬ରୁ ଘରକୁ ଘର ସର୍ଭେ

Comments are closed.