Latest Odisha News

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୧ କରୋନା ପଜିଟିଭ, କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୪୧ କରୋନା ପଜିଟିଭ ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଚିହ୍ନଟ ୧୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩୧ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.