Latest Odisha News

BREAKING NEWS

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଗକୁ ରାଜ୍ୟରେ ଆଉ ୧୫ଟି ପୋକ୍ସୋ ଅଦାଲତ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ଏନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା । ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ରେ ଖୋଲିବ ପୋକ୍ସୋ ଅଦାଲତ ।

ସେହିପରି ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବ । ଏହା ସହ ଦେବଗଡ଼, ମାଲକାନଗିରି, ସୋନପୁରରେ ସ୍ବତନ୍ତ୍ର ପୋକ୍ସୋ କୋଟ ହେବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି ।

 

Comments are closed.