ବ୍ରହ୍ମପୁର: ବିନାୟକ ଆଚାର୍ଯ୍ୟ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଦୁଇଜଣ ନାବାଳକଙ୍କ ସମେତ ୫ଜଣ ଛାତ୍ର ଗିରଫ ହୋଇଛନ୍ତି। ଏଥିରେ ଥିବା ତିନି ଜଣ ସାବାଳକ ଅଭିଯୁକ୍ତ ତଥା ଯୁକ୍ତ ୩ ଦ୍ବିତୀୟ ବର୍ଷରେ ପଢୁଥିବା ତଥା ବ୍ରହ୍ମପୁର ଶାନ୍ତିନଗରର ଅଭିଶେଷ ନାହାକ ଓରଫ ବଣ୍ଟି(୨୨), ଗୁରୁମୂର୍ତ୍ତି ପେଣ୍ଠର ଶ୍ରୀଧର ନାହାକ(୧୯), ଲକ୍ଷ୍ମୀବିହାର ପ୍ରଥମ ଲାଇନର ଆଦିତ୍ୟ କୁମାର ସାହୁ(୨୦)। ବଡ଼ବଜାର ଥାନା ପୋଲିସ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ଅଭିଯୁକ୍ତଙ୍କ ପାଇଁ ଗଞ୍ଜାମ ଓକିଲ ସଂଘର କେହି ମଧ୍ୟ ଆଇନଜୀବୀ ଓକାଲତନାମା ଦାଖଲ କରିନାହାନ୍ତି। ଓକିଲମାନେ ଏହି ମାମଲାକୁ କୌଣସି ଆଇନ୍ଜୀବୀ ଗ୍ରହଣ କରିବେ ନାହିଁ ବୋଲି ଗଞ୍ଜାମ ଓକିଲ ସଂଘର ସମ୍ପାଦକ ସୁଶୀଲ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।
BREAKING NEWS
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
Comments are closed.