Latest Odisha News

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ କରୋନା

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନା ସଂକ୍ରମିତ । ବହୁବାର ଟେଷ୍ଟ ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ଏନେଇ ଟ୍ୱିଟ୍ କରି ନିଜେ ପ୍ରଦୀପ୍ତ ନାଏକ ସୂଚନା ଦେଇଛନ୍ତି । ଗତ ପାଞ୍ଚ ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରିବା ପାଇଁ ସେମାନଙ୍କୁ ଅପିଲ କରିଛନ୍ତି । ସେମାନଙ୍କୁ ଆଇସୋଲେସନରେ ରହିବା ସହ ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି ପ୍ରଦୀପ୍ତ ନାଏକ ।<

/p>

Leave A Reply

Your email address will not be published.