କଟକ: ଅକ୍ସିଜେନ ପାଇପ୍ରେ ଲିକ୍ ଯୋଗୁଁ କଟକ ବଡ଼ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଓପନ ହାର୍ଟ ସର୍ଜରୀ ବନ୍ଦ । ସ୍ଥିତି ସ୍ୱାଭାବିକ ହେବା ଯାଏ ଏସସିବିରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଆଇସିୟୁ ଏବଂ ଓଟିରେ ସର୍ଜରୀ ବନ୍ଦ ରହିବା ନେଇ ସୂଚନା ମିଳିଛି । ତେବେ ଅତି ଗୁରୁତର ରୋଗୀଙ୍କୁ ଅନ୍ୟ ବିଭାଗକୁ ସ୍ଥାନାନ୍ତର କରାଯାଇଛି । ପାଇପରେ ଲିକ୍ ଅକ୍ସିଜେନ୍ ପ୍ଲାଣ୍ଟକୁ ବନ୍ଦ ରଖାଯାଇଛି ।
BREAKING NEWS
- Home Remedies Cholesterol: କାହିଁକି ବୃଦ୍ଧି ପାଏ କୋଲେଷ୍ଟ୍ରଲ୍?, ଏହାକୁ କମାଇବା ପାଇଁ ଆପଣାନ୍ତୁ ଘରୋଇ ଉପଚାର…
- ରାଉରକେଲା ବିମାନ ଦୁର୍ଘଟଣାରେ ତଦନ୍ତ କରୁଛି AAIB
- ଆସନ୍ତା ୩ ଦିନ ମଧ୍ୟରେ ପୁଣି ବଢିବ ଶୀତ ପ୍ରକୋପ
- Turkman Gate case: ତୁର୍କମାନ ଗେଟ୍ ହିଂସା ମାମଲାରେ ଆଉ ତିନି ଗିରଫ;ଏଯାଏଁ ୧୬ ଗିରଫ…
- Khandagiri Jatra: ଖଣ୍ଡଗିରି ଯାତ୍ରାରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ: ଏକାମ୍ର ବିଧାୟକ
- Pm Kisan: ଚାଷୀଙ୍କ ଅପେକ୍ଷା ଶେଷ! ଏହି ଦିନ ସେମାନଙ୍କ ଆକାଉଣ୍ଟରେ ଜମା ହେବ ୨୦୦୦ ଟଙ୍କା…
- Puri Airport: ପ୍ରସ୍ତାବିତ ପୁରୀ ବିମାନବନ୍ଦର ଅଞ୍ଚଳରେ ନିର୍ମାଣ ହେବନି ମନମୁଖୀ ଭାବେ ଉଚ୍ଚ ଅଟ୍ଟାଳିକା…
- Smriti Irani’s KSBKBT : ୨୫ ବର୍ଷରେ ୨୦୦୦ ଏପିସୋଡ୍ ପୂରଣ କରିଛି ସ୍ମୃତି ଇରାନୀଙ୍କ ଲୋକପ୍ରିୟ ଟିଭି ଶୋ ‘କ୍ୟୁଙ୍କି ଶାଶ୍ ଭି କଭି ବହୂ ଥି’
- Misuse of an Aadhaar Card: ଆପଣଙ୍କ ଆଧାର କାର୍ଡରେ ବି ବଢ଼ିଚାଲିନି ତ କୌଣସି ଋଣଭାର?, ଜାଣନ୍ତୁ କିପରି କରିବେ ଯାଞ୍ଚ…
- କଲମ୍ବିଆରେ ବିମାନ ଦୁର୍ଘଟଣା, ପ୍ରସିଦ୍ଧ ସିଙ୍ଗର ୟେସନ୍ଙ୍କ ସମେତ ୬ ଜଣଙ୍କର ମୃତ୍ୟୁ
Comments are closed.