କଟକ: ଅକ୍ସିଜେନ ପାଇପ୍ରେ ଲିକ୍ ଯୋଗୁଁ କଟକ ବଡ଼ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଓପନ ହାର୍ଟ ସର୍ଜରୀ ବନ୍ଦ । ସ୍ଥିତି ସ୍ୱାଭାବିକ ହେବା ଯାଏ ଏସସିବିରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଆଇସିୟୁ ଏବଂ ଓଟିରେ ସର୍ଜରୀ ବନ୍ଦ ରହିବା ନେଇ ସୂଚନା ମିଳିଛି । ତେବେ ଅତି ଗୁରୁତର ରୋଗୀଙ୍କୁ ଅନ୍ୟ ବିଭାଗକୁ ସ୍ଥାନାନ୍ତର କରାଯାଇଛି । ପାଇପରେ ଲିକ୍ ଅକ୍ସିଜେନ୍ ପ୍ଲାଣ୍ଟକୁ ବନ୍ଦ ରଖାଯାଇଛି ।
BREAKING NEWS
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?
- ୫ ଓରାଙ୍ଗଉଟାନ୍ ଛୁଆ ଉଦ୍ଧାର ମାମଲା: କେଉଁଠି ଲୁଚିଛନ୍ତି ଅଭିଯୁକ୍ତ? ବାଂଲାଦେଶ କିମ୍ବା ନେପାଳ ଖସିଯିବା ନେଇ ସନ୍ଦେହ
- ଇମ୍ରାନ ଜେଲରେ ମରିଯିବେ; ମୁକ୍ତ କରିବାକୁ ଅନୁରୋଧ କଲେ ୭ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ

Comments are closed.