ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ରାମଗିରି ବନବିଭାଗ ପକ୍ଷରୁ ବାଘ ଛାଲ ଜବତ । ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କ ନିର୍ଦ୍ଦେଶରେ ଏସିଏଫ୍ ଗୌରୀପ୍ରସାଦ ରଥଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ ହୋଇଥିଲା ।
ଆର୍.ଉଦୟଗିରି ଥାନା ମହେନ୍ଦ୍ରଗଡ ପଞ୍ଚାୟତ ଅନ୍ତର୍ଗତ ଖମାରିସାହି ଗାଁର ପବିତ୍ର ଲିମାଙ୍କ ଘରେ ରେଡ୍ କରିଥିଲା ବନ ବିଭାଗ । ଏଥିରେ ରାମଗିରି ରେଞ୍ଜ ଅଫିସର କର୍ମଚାରୀ ଓ ସ୍ୱତନ୍ତ୍ର ଟାସ୍କ ଫୋର୍ସ ସାମିଲ ଥିଲେ । ଏତିକିବେଳେ ପବିତ୍ର ଲିମାଙ୍କ ଘରୁ କଲରାପତରିଆ ବାଘ ଛାଲ ଜବତ ହୋଇଥିଲା । ତାଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି ।
BREAKING NEWS
- ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ
- ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା
- Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
Comments are closed.