ଭୁବନେଶ୍ୱର: ନୟାଗଡରେ ଠାବ ହୋଇଥିବା ୫ ଶହ ବର୍ଷ ତଳର ମନ୍ଦିରର ପୁନଃଉଦ୍ଧାର ଓ ସ୍ଥାନାନ୍ତରଣ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କ ହସ୍ତକ୍ଷେପ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠିରେ ଧର୍ମେନ୍ଦ୍ର ଲେଖିଛନ୍ତି ଯେ, ଏହି ଐତିହାସିକ ମନ୍ଦିରର ପୁନଃଉଦ୍ଧାର ପାଇଁ ଏଏସଆଇ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଉ ।
କିଛି ଦିନ ତଳେ ନୟାଗଡ ଜିଲ୍ଲାର ମହାନଦୀ ଗର୍ଭରୁ ୫ଶହ ବର୍ଷ ତଳର ପ୍ରାଚୀନ ଗୋପିନାଥ ମନ୍ଦିର ଠାବ ହୋଇଥିଲା । ନଦୀ ଗର୍ଭରେ ଲୀନ ହୋଇଯାଇଥିବା ମନ୍ଦିର ଚୂଡର କାରୁକାର୍ଯ୍ୟରୁ ଅନୁମାନ କରାଯାଉଛି ଯେ ଏହା ୧୫ ଶହ ଶତବ୍ଦୀର ଶେଷ କିମ୍ବା ୧୬ ଶହ ଶତାବ୍ଦୀ ଆରମ୍ଭରେ ତିଆରି ହୋଇଛି ।୧୯୩୩ ମସିହାରେ ହୋଇଥିବା ବନ୍ୟାରେ ମନ୍ଦିରଟି ମହାନଦୀ ଗର୍ଭରେ ଲୀନ ହୋଇଯାଇଥିବା ଆକଳନ କରାଯାଉଛି ।
BREAKING NEWS
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର

Comments are closed.