ବାଙ୍କୀ: ବଜ୍ରପାତରେ ଗଲା ଦୁଇ ଜୀବନ । ବାଙ୍କି ଦୋଲଣାପୁର ଗାଁରେ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ମୃତକ ହେଲେ ଲିପୁ ପରିଡା ଓ ଧାଡ଼ିଆ ସାହୁ । ଆହତମାନଙ୍କୁ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଚାଷ ଜମିରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା ।
BREAKING NEWS
- ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’
- ବାବ୍ରୀ ଶୈଳୀରେ ମସଜିଦ ନିର୍ମାଣ ନେଇ ବର୍ଷିଲେ ଆସାମ ମୁଖ୍ୟମନ୍ତ୍ରୀ
- ପାକିସ୍ତାନ କ୍ରିକେଟର ଇମାଦଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ
- ସ୍ପ୍ରେ ମାରି ସୁନା ଦୋକାନରୁ ଲୁଟିନେଲେ
- ଖୁବ ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ଈଶାନ କିଶାନ
- ଚିକିଟି ପିଇଓ ବିଷ ପିଇବା ମାମଲା; ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
- ଓଡିଶାବାସୀଙ୍କ ପାଇଁ ଖୁସି ଖବର, ନନ୍ଦନକାନନକୁ ଆସିବେ ଚିତା ବାଘ
- Maoists Surrender: ଅସ୍ତ୍ରଶସ୍ତ୍ର ସହ ୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଲେ ତାରିକ ରହମାନ, ସାମିଲ ହେଲେ ଭାରତର…
- ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍
Comments are closed.