ବାଙ୍କୀ: ବଜ୍ରପାତରେ ଗଲା ଦୁଇ ଜୀବନ । ବାଙ୍କି ଦୋଲଣାପୁର ଗାଁରେ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ମୃତକ ହେଲେ ଲିପୁ ପରିଡା ଓ ଧାଡ଼ିଆ ସାହୁ । ଆହତମାନଙ୍କୁ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଚାଷ ଜମିରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା ।
BREAKING NEWS
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…

Comments are closed.