Latest Odisha News

ଓଡ଼ିଶାର ୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୭ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଶନିବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର।

ମୟୂରଭଞ୍ଜ, କନ୍ଧମାଳ, ନୂଆପଡା, କଳାହାଣ୍ଡି, ରାୟଗଡ଼, କୋରାପୁଟ ଓ କେନ୍ଦୁଝର ବର୍ଷା ସମ୍ଭାବନା ରହିଛି।

ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.