ନୟାଗଡ: ନୟାଗଡ ଜିଲ୍ଲା ଦଶପଲ୍ଲା ଡିହଗାଁରେ ଅଭାବନୀୟ ଘଟଣା । ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଆଜି ସକାଳେ ବଜ୍ରପାତରେ ଗାଁର ଜଣେ ମହିଳା ଓ ପୁରୁଷ ଗୁରୁତର ଆହତ ହୋଇଥିଲେ । ଚିକିତ୍ସା ପାଇଁ ସେମାନଙ୍କୁ ଦଶପଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ହେଲେ ଉଦୟନାଥ ପ୍ରଧାନ ଓ ଆଶାଲତା ସାହୁ ।
BREAKING NEWS
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ

Comments are closed.