Latest Odisha News

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା ବନ ବିଭାଗ

ସୁବର୍ଣ୍ଣପୁର : ଉଦ୍ଧାର ହେଲା ଜୀବନ୍ତ ବଜ୍ରକାପ୍ତା । ସୁବର୍ଣ୍ଣପୁର ଜିଲ୍ଲା ବନିକା ବନ ବିଭାଗ ଅଧିନରେ ଥିବା ଡୁଙ୍ଗୁରିପାଲି ବ୍ଲକ ଚନ୍ଦଲି ଗାଁର ଯୋଗେନ୍ଦ୍ର ଭୋଇଙ୍କ ଘରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଏହି ବଜ୍ରକାପ୍ତାଟି ଚନ୍ଦଲି ଗାଁରେ ବୁଲୁଥିବା ଦେଖି ସେ ନିଜ ଘରେ ରଖିଥିଲେ । ପରେ ଯୋଗେନ୍ଦ୍ର ବନିକା ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରୁ ବନିକା ଓ ରାମପୁର ଫରେଷ୍ଟର ପହଁଞ୍ଚି ବଜ୍ରକାପ୍ତାକୁ ଉଦ୍ଧାର କରିଛନ୍ତି ।

Comments are closed, but trackbacks and pingbacks are open.