Latest Odisha News

BREAKING NEWS

ଆରମ୍ଭ ହେଲା ଏଲଏଲ୍ ଟେଷ୍ଟ

ଭୁବନେଶ୍ୱର: ଓଡିଶାରେ ଲର୍ଣ୍ଣସ୍ ଲାଇସେନ୍ସ (ଏଲଏଲ) ଟେଷ୍ଟ ପ୍ରକ୍ରିୟା ସୋମବାର ଠାରୁ ଆରମ୍ଭ ହୋଇଛି । ଯାହା କୋଭିଡ-୧୯ ମହାମାରୀ ଯୋଗୁଁ ବନ୍ଦ ରହିଥିଲା ।

ଏନେଇ ପରିବହନ ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

 

Leave A Reply

Your email address will not be published.