ଢେଙ୍କାନାଳ: ଗତ କିଛି ଦିନ ହେବ ଢେଙ୍କାନାଳ ଜିଲ୍ଲାରେ ହାତୀ ଆତଙ୍କ ଖେଳାଇଛି । ଗୋବିନ୍ଦପୁରରେ ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଏହାପରେ ତାତିଛନ୍ତି ଉତ୍ୟକ୍ତ ଲୋକ । ହୀତା ଘଉଡ଼ାଇବା ଓ ଲୋକଙ୍କ ସୁରକ୍ଷା ଦାବିରେ ଗୋବିନ୍ଦପୁର ନିକଟରେ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ଶହ ଶହ ଲୋକ ।
ଏହାସହ ଆହତ ଯୁବକଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ବି ଆନ୍ଦୋଳନକାରୀ ଦାବି କରିଛନ୍ତି । ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିବାରୁ ଗୋବିନ୍ଦପୁର ନିକଟରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡ଼ି ଅଟକି ରହିଛି । ଘଟଣାସ୍ଥଳରେ ପୋଲିସ ଓ ବନବିଭାଗ ଅଧିକାରୀ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି ।
BREAKING NEWS
- ଭୟଙ୍କର ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ; ୫ ମୃତ, ୪ ପୋଲିସକର୍ମୀ ଗୁରୁତର
- ସରକାରୀ ଖଜଣାରୁ ୩ କୋଟି ୬୭ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ, ୨ ଗିରଫ
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
Comments are closed.