ବାଲେଶ୍ୱର: ପିଲା ଚୋର ସନ୍ଦେହରେ ଅଜଣା ଲୋକଙ୍କୁ ମାଡ଼ । ଦୁଇ ଜଣଙ୍କୁ ଅଟକ ରଖି ନିସ୍ତୁକ ମାଡ଼ ମାରିଛନ୍ତି ଗାଁ ଲୋକ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ରସୁଲପୁର ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଗୋଟିଏ କାରରେ ୪ ଜଣ ପିଲା ଚୋରି କରିବାକୁ ଆସିଥିବା ଅଭିଯୋଗ ହୋଇଛି । ସେମାନଙ୍କ ଉପରେ ଲୋକଙ୍କର ସନ୍ଦେହ ହୋଇଥିଲା । ଆକ୍ରମଣ ପରେ କାର୍ ଛାଡ଼ି ଦୁଇ ଜଣ ଫେରାର୍ ହୋଇ ଯାଇଥିଲେ । ଅନ୍ୟ ଦୁଇ ଜଣଙ୍କୁ ନିସ୍ତୁକ ପିଟିବା ପରେ ପୋଲିସ ଜିମା ଦେଇଥିଲେ ସ୍ଥାନୀୟ ଲୋକ । ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଛି କମର୍ଦ୍ଦା ଥାନା ପୋଲିସ୍ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.