ବାଲେଶ୍ୱର: ପିଲା ଚୋର ସନ୍ଦେହରେ ଅଜଣା ଲୋକଙ୍କୁ ମାଡ଼ । ଦୁଇ ଜଣଙ୍କୁ ଅଟକ ରଖି ନିସ୍ତୁକ ମାଡ଼ ମାରିଛନ୍ତି ଗାଁ ଲୋକ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ରସୁଲପୁର ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଗୋଟିଏ କାରରେ ୪ ଜଣ ପିଲା ଚୋରି କରିବାକୁ ଆସିଥିବା ଅଭିଯୋଗ ହୋଇଛି । ସେମାନଙ୍କ ଉପରେ ଲୋକଙ୍କର ସନ୍ଦେହ ହୋଇଥିଲା । ଆକ୍ରମଣ ପରେ କାର୍ ଛାଡ଼ି ଦୁଇ ଜଣ ଫେରାର୍ ହୋଇ ଯାଇଥିଲେ । ଅନ୍ୟ ଦୁଇ ଜଣଙ୍କୁ ନିସ୍ତୁକ ପିଟିବା ପରେ ପୋଲିସ ଜିମା ଦେଇଥିଲେ ସ୍ଥାନୀୟ ଲୋକ । ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଛି କମର୍ଦ୍ଦା ଥାନା ପୋଲିସ୍ ।
BREAKING NEWS
- ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ
- ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍
- ୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%
- Foreigners bypass immigration:ବିମାନବନ୍ଦରରେ ବଡ଼ ଧରଣର ତ୍ରୁଟି;ଇମିଗ୍ରେସନ୍ ପ୍ରକ୍ରିୟାକୁ ଏଡ଼ାଇ ଯାତ୍ରା କଲେ ୩ ଇଟାଲୀୟ ଯାତ୍ରୀ,ମନ୍ତ୍ରଣାଳୟ ଜବାବ ମାଗିଲା
- ଗଣେଶ ପୂଜାରେ ଅଘଟଣା: ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ, ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା
- I Am Sorry.. ମୁଁ ଜାଣିନଥିଲି ସେ ଜଣେ ମହିଳା ବାଇକର: ଭୁଲ ମାଗିଲା ମୁଖ୍ୟ ଅଭିଯୁକ୍ତ, ଭାଇରାଲ ହେଉଛି ଭିଡିଓ
- ଝଲସୁଛି ପଶ୍ଚିମ ଓଡ଼ିଶା: ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
- ସଞ୍ଜୁ ସାମସନଙ୍କ ପାଇଁ ଶେଷ ସୁଯୋଗ ? ବେଞ୍ଚରେ ବସିଛନ୍ତି ବୈଭବ
- ହିନ୍ଦୀ କୌଣସି ଭାଷାର ପ୍ରତିଦ୍ୱନ୍ଦୀ ନୁହେଁ: ଦୁନିଆର ସବୁ ଭାଷା ଶିଖ, ହେଲେ ନିଜ ମାତୃଭାଷାକୁ ଭୁଲ ନାହିଁ
- FATF ବୈଠକ ପୂର୍ବରୁ ପାକିସ୍ତାନର ନୂଆ ନାଟକ: ମସୁଦ ଅଜହର ଦେଶରୁ ଫେରାର

Comments are closed.