ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସାରା ଦେଶକୁ ଲକ ଡାଉନ୍ କରାଯାଇଛି । ଏଭଳି ସ୍ଥିତିରେ ପିଲାଙ୍କୁ ଘରେ ରହି ପଢ଼ିବା ପାଇଁ ପରାମର୍ଶ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । ଛୁଟି ଦିନ ମାନଙ୍କରେ ଘରେ ରହି ପାଠ ପଢ଼ା ଜାରି ରଖିବାକୁ ସେ ପିଲାଙ୍କୁ ପରାମର୍ଶ ଦେଇଛନ୍ତି ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକ ବ୍ଲକ ସ୍ତରରେ ପହଂଚି ସାରିଛି । ପରିସ୍ଥିତି ସ୍ୱାଭାବିକ ହେବା ପରେ ଏହାକୁ ଯୋଗାଇ ଦିଆଯିବ । ଏଥିସହ ନବମ ଶ୍ରେଣୀର ବାକି ଥିବା ଗୋଟିଏ ବିଷୟର ପରୀକ୍ଷା ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ଜୁନ୍ ୧୫ ତାରିଖରେ ସ୍କୁଲ ପୁଣି ଥରେ ଆରମ୍ଭ ହେବ । ୩ ମାସର ମଧ୍ୟାହ୍ନ ଭୋଜନ ବ୍ଲକ ଜରିଆରେ ପଠାଇ ଦିଆଯାଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.