ଭୁବନେଶ୍ୱର: ଆଜି ରାତି ୮ଟାରେ ଭୁବନେଶ୍ୱର, କଟକ ଓ ଭଦ୍ରକରେ ଜାରି ହୋଇଥିବା ସଟଡାଉନ୍ ହଟିବ । ତେବେ ଏହାପରେ ବି କେନ୍ଦ୍ରସରକାରଙ୍କ ଦ୍ୱାରା ଘୋଷିତ ଲକଡାଉନ୍ ଜାରି ରହିବ । ସ୍ଥିତି ସମୀକ୍ଷା ପାଇଁ ଜିଲ୍ଲାପାଳଙ୍କୁ କ୍ଷମତା ଦିଆଯାଇଛି । ସେ ଏହାକୁ ନୀରିକ୍ଷଣ କରିବେ । ଏପରିକି ଆବଶ୍ୟକ ହେଲେ ସଂତ୍ପକ୍ତ ଅଂଚଳରେ ସଟଡାଉନ୍ ଭଳି ସ୍ଥିତି ଜାରି କରିପାରିବେ ।
ମୁଖ୍ୟ ଶାସନ ସଚିବ କହିଛନ୍ତି, ପ୍ରଧାନମନ୍ତ୍ରୀ ଆହ୍ୱାନ କରିଥିବା ଆଜି ରାତି ୯ଟାରେ ୯ମିନିଟ୍ ପାଇଁ ବିଜୁଳି ବନ୍ଦ କରି ଦୀପ ଜାଳି ଏହାକୁ ସଫଳ କରନ୍ତୁ । ତେବେ ଘରର ମୁଖ୍ୟ ସୁଇଚ୍ ବନ୍ଦ କରନ୍ତୁ ନାହିଁ । ହଠାତ୍ ସବୁ ବନ୍ଦ କରିଦେଲେ ଗ୍ରୀଡ୍ ଉପରେ ଚାପ ପଡିବ । ତେଣୁ ଘରେ ବ୍ୟବହୃତ ହେଉଥିବା ଫ୍ରିଜ୍ ଏବଂ ଅନ୍ୟନ୍ୟ ବିଦ୍ୟୁତ୍ ଉପକରଣ ବନ୍ଦ କରନ୍ତୁ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ଅନୁରୋଧ କରିଛନ୍ତି ।
BREAKING NEWS
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ
- ଭାରତକୁ ‘ଉଚ୍ଚଜାତି ହିନ୍ଦୁ ରାଷ୍ଟ୍ର’ କରିବା ପାଇଁ ଚାହୁଁଛି SIR: ନିର୍ମଳା ସୀତାରମଣଙ୍କ ସ୍ୱାମୀ ପରକଲା ପ୍ରଭାକର
- Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
- Koffee With Karan: ସିଜିନ୍-୯ ପରେ ଶୋ’ ଶେଷ, ଭାବବିହ୍ୱଳ ଭିଡିଓ ପୋଷ୍ଟ
- Chambal to UPSC: ଜେଜେ ଚମ୍ବଲର ଡକାୟତ! ନାତି ବାଛିଲେ ଅଲଗା ରାସ୍ତା; UPSCରେ ସଫଳ ହୋଇ ଏବେ ସିଭିଲ ସର୍ଭିସରେ
- ‘Save Democracy’: ବଡ ଘୋଷଣା କଲା ଇଣ୍ଡି ମେଣ୍ଟ, ଜିଲ୍ଲା ଜିଲ୍ଲାରେ ‘ଲୋକତନ୍ତ୍ର ବଞ୍ଜାଅ’ ଆନ୍ଦୋଳନ, ୬ରେ EC ଅଫିସ୍ ଘେରିବେ ବିରୋଧୀ ସାଂସଦ
- ଦିଲ୍ଲୀ ଦଙ୍ଗା ସମ୍ବନ୍ଧୀୟ UAPA ମାମଲା, ଉମର ଓ ସର୍ଜିଲଙ୍କୁ ମିଳିଲାନି ବେଲ୍
- ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା; ରୋଷେୟାକୁ ଗିରଫ କଲା ପୋଲିସ
- Fly Dubai Hijack Scare: ଜରୁରୀ ଅବତରଣ, ସେନାର ତଦନ୍ତ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ସହକାରୀ ନିର୍ଦ୍ଦେଶକଙ୍କ ରହିଛି ୪ କୋଠା, ୩୦ ପ୍ଲଟ…

Comments are closed.