ଭୁବନେଶ୍ବର : ରାଜଧାନୀରେ ଯୁବତୀଙ୍କ ଠାରୁ ଲୁଟ୍ । ବାଣୀବିହାର ଛକରେ ଯୁବତୀଙ୍କ ଠାରୁ ୨୦ ହଜାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୨୦ ହଜାର ଟଙ୍କା ମୋବାଇଲ ଫୋନ୍, ଏଟିଏମ କାର୍ଡ ସହ ଭ୍ୟାନ୍ଟି ବ୍ୟାଗ ଛଡ଼ାଇ ନେଇଛନ୍ତି ଲୁଟେରା । ସସ୍ମିତା ପାତ୍ର ନାମକ ଜଣେ ଯୁବତୀ ସ୍କୁଟି ଚଳାଇ ଯାଉଥିବା ବେଳେ ତାଙ୍କୁ ପିଛା କରିଥିଲେ ଲୁଟେରା । ଦୁଇଜଣ ଲୁଟେରା ବାଇକରେ ଆସି ସସ୍ମିତାଙ୍କ ଭ୍ୟାନିଟ ଛଡାଇ ନେଇଥିଲେ । ଏହାପରେ ଗଟଣାସ୍ଥଳରୁ ଚମ୍ପଟ ମାରିଥିଲେ ଲୁଟେରା । ଏନେଇ ସହିଦ ନଗର ଥାନାରେ ଅଭିଯୋଗ କରିଛନ୍ତି ସସ୍ମିତା ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
Comments are closed.