ସାଲେପୁର: ନେମାଳ ଲେଣ୍ଡର ଭଗବାନପୁରରେ ଲକ୍ଷାଧିକ ଟଙ୍କା ଲୁଟିଲେ ଦୁର୍ବୁତ୍ତ । ଲୁଟ ସମୟରେ ପ୍ରତିବାଦ କରିବାରୁ ସ୍ୱାମୀ ଓ ସ୍ତ୍ରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି । ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ସାଲେପୁର ନେମାଳ ଲେଣ୍ଡର ଭଗବାନପୁର ଗାଁରେ ଜଣକ ଘରେ ପଶି ଲୁଟିବାକୁ ଚେଷ୍ଟା କରିଥିଲେ ଦୁର୍ବୁତ୍ତ । ଘରୁ ଲକ୍ଷାଧିକ ଟଙ୍କା ସୁନା ଅଳଙ୍କାର ଲୁଟିନେଇଥିଲେ । ପ୍ରଥମେ ଦୁଇ ଛୁଆଙ୍କୁ ଅନ୍ୟ ଏକ ଘରେ ବନ୍ଦ କରିବା ସହ ସ୍ୱାମୀ ସ୍ତ୍ରୀଙ୍କ ଉପରେ ଆକ୍ରମଣ କରିଥିଲେ ଦୁର୍ବୁତ୍ତ । ଆକ୍ରମଣରେ ସ୍ୱାମୀ ସ୍ତ୍ରୀ ଗୁରୁତର । ଖବର ପାଇ ଘଟଣା ସ୍ଥଳରେ ନେମାଳ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।
BREAKING NEWS
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
- Union Budget 2026: She-Mart ଯୋଜନା କ’ଣ? ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା…
- ଏହା ଏକ ଯୁବଶକ୍ତି ବଜେଟ୍, ବର୍ତ୍ତମାନର ସ୍ୱପ୍ନକୁ ସାକାର କରିବ: ମୋଦି
- ଟି୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ପ୍ରଶ୍ନର ଉତର ଖୋଜୁଛି ଟିମ ଇଣ୍ଡିଆ
- Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
Comments are closed.