Latest Odisha News

BREAKING NEWS

ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍ ଲୁଟିଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାଲୁର ଛକ ସୁବଳୟା ଗାଁ ନିକଟରେ ଲୁଟ୍ । ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍‌ ଲୁଟିନେଇଛନ୍ତି ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ହୁମ୍ମାରୁ ରମ୍ଭା ଆସୁଥିବା ବେଳେ ଜନସେବା କେନ୍ଦ୍ର କର୍ମଚାରୀ ଛାୟାକାନ୍ତ ବେହେରାଙ୍କଠାରୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ ।

ଛାୟାକାନ୍ତଙ୍କୁ ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଏନେଇ ଛାୟାକାନ୍ତ ରମ୍ଭା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.