Latest Odisha News

BREAKING NEWS

ଶସ୍ତା ହେଲା ଏଲପିଜି ସିଲିଣ୍ଡର

ନୂଆଦିଲ୍ଲୀ: ଗ୍ରାହକଙ୍କ ପାଇଁ ଖୁସି ଖବର । ଜୁଲାଇ ପହିଲାରୁ ଅଣସବସିଡି ଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ୧୦୦.୫୦ ଟଙ୍କା ହ୍ରାସ ପାଇଛି ।

ଆଜିଠାରୁ ଏହା ଲାଗୁ ହୋଇଛି । ଫଳରେ ଦିଲ୍ଲୀରେ ଅଣସବସିଡି ଯୁକ୍ତ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ୬୩୭ ଟଙ୍କା ହୋଇଛି ।

ଏନଡ଼ିଟିଭିରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଇଣ୍ଡିଆନ ଅଏଲ କର୍ପୋରେଶନ ପକ୍ଷରୁ ରବିବାର ଏ ସଂକ୍ରାନ୍ତରେ ଏକ ବିବୃତି ଜାରି କରାଯାଇଛି । ତେବେ ଅନ୍ତରାଷ୍ଟ୍ରୀୟ ବଜାରରେ ଦର ହ୍ରାସ ପାଇବା ଏବଂ ଡଲାର-ଟଙ୍କା ବିନିମୟ ମୂଲ୍ୟରେ ସ୍ଥିରତା ହିଁ ଏଲ୍‌ପିଜି ଦର ହ୍ରାସ ପାଇବାର କାରଣ ବୋଲି ଏଥିରେ କୁହାଯାଇଛି ।

Leave A Reply

Your email address will not be published.